ଭୁବନେଶ୍ୱର-୨୬.୦୪.୨୦୨୧, ଘୁଞ୍ଚିଲା ଓପିଏସସି ପରୀକ୍ଷା । ପୂର୍ବରୁ ଏହି ପରୀକ୍ଷା ଗତକାଲି କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା । କିନ୍ତୁ ସପ୍ତାହନ୍ତ ସଟଡାଉନ ଯୋଗୁଁ ଏହି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି । ତେବେ ଆସନ୍ତା ୨୮ ତାରିଖରେ ଓଡ଼ିଶା ଲୋକସେବା ଆୟୋଗ ତଥା ଓପିଏସସି ପରୀକ୍ଷା ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ନିଆଯାଇଛି । ସୂଚନା ଅନୁସାରେ ଚଳିତ ବର୍ଷ ପ୍ରାୟ ୨୦୦୦ ଛାତ୍ରଛାତ୍ରୀ ଓପିଏସସି ପରୀକ୍ଷା ଦେବେ । କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧିି ପାଇବାରେ ଲାଗିଛି । ଏଭଳି ପରିସ୍ଥିତିରେ ଅନ୍ୟ ସମସ୍ତ ପରୀକ୍ଷା ବାତିଲ କରାଯାଉଥିବାବେଳେ ଓପିଏସସି ପରୀକ୍ଷା କରାଯାଉଥିବାରୁ ଛାତ୍ର୍ରଛାତ୍ରୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି ଏବଂ ପରୀକ୍ଷା ବାତିଲ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST