ଭୁୁବନେଶ୍ୱର (ଏଏନଏସ)୦୮/୧୦, ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ବା ଓଟିଇଟି ଦ୍ୱିତୀୟ ପରୀକ୍ଷା ପାଇଁ ଆବେଦନ ଆରମ୍ଭ । ୧୦ ତାରିଖରୁ ଆରମ୍ଭ ହେବ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ବା ଓଟିଇଟି ଦ୍ୱିତୀୟ ପରୀକ୍ଷା ପାଇଁ ଅନଲାଇନରେ ଆବେଦନ ପ୍ରକ୍ରିୟା । ଇଚ୍ଛୁକ ଛାତ୍ରଛାତ୍ରୀ www.bseodisha.ac.in ୱେବସାଇଟରେ ଆବେଦନ କରିବେ। ରାଜ୍ୟରେ ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ OTET ପାସ୍ କରିବା ବାଧ୍ୟତାମୂଳକ କରିଛନ୍ତି ସରକାର । ୧୦ ତାରିଖ ସକାଳ ୧୦ଟାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ୧୯ ତାରିଖ ରହିଛି ଶେଷ ତାରିଖ । ମାଧ୍ୟମିକ ଶିକ୍ଷା ପରିଷଦ ଏହି ପରୀକ୍ଷା ପରିଚାଳନା କରୁଛି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ