ଭୁବନେଶ୍ବର, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ (ଓୟୁଏଟି) ସ୍ନାତକୋତ୍ତର(ପିଜି)ପାଠ୍ୟକ୍ରମର ଏକକ ପ୍ରବେଶିକା ପରୀକ୍ଷା ନଭେମ୍ବର ୧୫ରେ ଅନୁଷ୍ଠିତ ହେବ। ଓୟୁଏଟିର ୪ଟି ମହାବିଦ୍ୟାଳୟରେ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ୧୫ ତାରିଖ ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ପରୀକ୍ଷା ହେବ। ଛାତ୍ରଛାତ୍ରୀ ୩ ତାରିଖରୁ ବିଶ୍ବବିଦ୍ୟାଳୟ ୱେବ୍ସାଇଟ୍ରେ ଲଗ୍ ଇନ୍ କରି ସେମାନଙ୍କର ଆଡମିଟ୍ କାର୍ଡ ପାଇପାରିବେ। ୨୦୨୦-୨୧ ଶିକ୍ଷାବର୍ଷରେ କୃଷି, ବନ, ମତ୍ସ୍ୟ, କୃଷି ଯାନ୍ତ୍ରିକ, ପଶୁ ସମ୍ପଦ ଭଳି ବିଭିନ୍ନ ପିଜି ଓ ପିଏଚ୍ଡି ପାଠ୍ୟକ୍ରମ ପାଇଁ ୧୨୦୫ ଛାତ୍ରଛାତ୍ରୀ ଆବେଦନ କରିଥିବା ଓୟୁଏଟି ପକ୍ଷରୁ ସୂଚନା ଦିଆଯାଇଛି।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି