You are currently viewing ପ୍ରତ୍ୟାହାର ହେବ ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି

ପ୍ରତ୍ୟାହାର ହେବ ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ) ୨୨.୧୨.୨୦୨୧, ପ୍ରତ୍ୟାହାର ହେବ ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି । ଏନେଇ ହାଇକୋର୍ଟକୁ ଜଣାଇଲେ ସରକାର। ବିଜ୍ଞପ୍ତି ପ୍ରତ୍ୟାହାର ସହ ଆସନ୍ତା ୨୭ରେ ସାନି ତାଲିକା ପ୍ରକାଶ କରାଯିବ ବୋଲି କୋର୍ଟଙ୍କୁ ଜଣାଇଲେ ରାଜ୍ୟ ସରକାର।ଏହାପରେ ଜାନୁଆରୀ ୩ ସୁଦ୍ଧା ସଂରକ୍ଷଣ ନେଇ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ। ଜାନୁଆରୀ ୫ ସୁଦ୍ଧା ଅଭିଯୋଗର ସମାଧାନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି।ସରକାର ଜାନୁଆରୀ ୭ରେ ସଂରକ୍ଷଣ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ଚୂଡ଼ାନ୍ତ ତାଲିକା ଦେବେ । ମାର୍ଚ୍ଚ ୮ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସାରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି।

ଅନ୍ୟମାନଙ୍କୁ ଜଣାନ୍ତୁ।