Puri-Srimandir

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପାଞ୍ଜି ସମୀକ୍ଷା ବୈଠକ ଅନୁଷ୍ଠିତ

  • Post category:ଓଡିଶା
  • Reading time:1 mins read

ପୁରୀ(ଏଏନଏସ): ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପାଞ୍ଜି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ସମୀକ୍ଷା ଅନୁସାରେ, ଚଳିତ ବର୍ଷ ଏପ୍ରିଲ ୧୪ ତାରିଖରେ ପଣା ସଂକ୍ରାନ୍ତି ପାଳିତ ହେବ। ଚଳିତ ବର୍ଷ ମହାପ୍ରଭୁଙ୍କ ୧୩ ଦିନିଆ ଅଣସର ପାଳନ କରାଯିବା ସହ ଲକ୍ଷ୍ମୀନୃସିଂହ ବେଶ ହେବ ନାହିଁ । ଏଥିସହ ଚଳିତ ବର୍ଷ ପଞ୍ଚୁକ ୪ ଦିନ ହେବା ନେଇ ସୂଚନା ପ୍ରକାଶ ପାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।