ଭୁବନେଶ୍ୱର, ମାଟ୍ରିିକ୍ ପରୀକ୍ଷା ଦେବାକୁ ଥିବା ପିଲାଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’ ବହି । ସମ୍ଭାବ୍ୟ ପ୍ରଶ୍ନ ଓ ଉତ୍ତରକୁ ନେଇ ଏହି ‘ପରୀକ୍ଷା ଦର୍ପଣ’ ମାଟ୍ରିକ୍ ପରୀକ୍ଷା ଦେବାକୁ ଥିବା ୬ ଲକ୍ଷ ୨୦ ହଜାର ପିଲାଙ୍କୁ ପ୍ରସ୍ତୁତ କରାଯାଇଛି । ଏହି ପୁସ୍ତକ ୭୦୦ପୃଷ୍ଠା ବିଶିଷ୍ଟ ବୋଲି ଜାଣିବାକୁ ମିଳିଛି । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍