ନୂଆଦିଲ୍ଲୀ, ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍ ପଡ଼ିଲା ଆଳୁ, ପିଆଜ, ଡାଲି ଓ ଖାଇବା ତେଲ। ରାଜ୍ୟସଭାରେ ଅତ୍ୟାବଶ୍ୟକ ସାମଗ୍ରୀ ସଂଶୋଧନ ବିଲ୍ ପାରିତ ହେବା ପରେ ଏସବୁ ସାମଗ୍ରୀ ଏବେ ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍ ପଡ଼ିଛି। ଫଳରେ ଏସବୁ ସାମଗ୍ରୀର ଦର ନିୟନ୍ତ୍ରଣ କ୍ଷମତା ସରକାର ହରାଇ ବସିଛନ୍ତି।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ