ଭୁବନେଶ୍ୱର, ଭୁବନେଶ୍ବର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ଆଜି ଲାଗିଛି ଭୟଙ୍କର ଅଗ୍ନିକାଣ୍ଡ। ଏହି ଅଗ୍ନିକାଣ୍ଡରେ ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ୮ ଜଣଙ୍କ ମଧ୍ୟରୁ ଗୁରୁତର ଥିବା ୨ଜଣଙ୍କୁ SCB ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ତେବେ ଆହତଙ୍କ ମାଗଣ ଚିକିତ୍ସା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିବା ସହ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ମନରୁ ପାପ ଦୂର କରିବା ପାଇଁ କରନ୍ତୁ ମା’ ଗୌରୀଙ୍କ ପୂଜାANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶ