ପିପିଲି, ଆସନ୍ତା ୧୭ ତାରିଖରେ ହେବାକୁ ଥିବା ପିପିଲି ବିଧାନସଭା ପାଇଁ ଉପନିର୍ବାଚନକୁ ଘୁଞ୍ଚାଇ ଦିଆଯାଇଛି । କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ଯୋଗୁ ଏହା କରାଯାଇଛି ବୋଲି ନିର୍ବାଚନ ଅଧିକାରୀ ତଥା ପୁରୀ ଅତିରିକ୍ତ ଜିଲ୍ଲାପାଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏଠାରେ ସୂଚନାଯୋଗ୍ୟ ଯେ, ଅସୁସ୍ଥ ହୋଇ ଅଜିତ ରାଜଧାନୀର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । ଚିକିତ୍ସିତ ଅବସ୍ଥାରେ ଗତକାଲି ତାଙ୍କର ମୃତ୍ୟୁ ଘଟିଥିଲା ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍