ସେପ୍ଟେମ୍ବର ୫ରେ ପ୍ରକାଶ ପାଇବ ଯୁକ୍ତ୨ କଳା ରେଜଲ୍ଟ

ଭୁବନେଶ୍ୱର, ଆସନ୍ତା ୫ ତାରିଖରେ ପ୍ରକାଶ ପାଇବାକୁ ଯାଉଛି ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ । କୋଭିଡ଼ କଟକଣା ପାଇଁ ରେଜଲ୍ଟ ବାହାରିବାରେ ବିଳମ୍ବ ହୋଇଥିଲା ।

Leave A Reply

Your email address will not be published.