ଭୁବନେଶ୍ୱର: ଏଣିକି ସାଇବର ଅପରାଧ ରୋକିବା ପାଇଁ ପୋଲିସର ହେଲ୍ପ ଡେସ୍କ | ସାଇବର ଅପରାଧ ରୋକିବା ପାଇଁ ପୋଲିସ ଜାରି କଲା ନମ୍ବର- ୭୪୪୦୦୦୬୭୦୯ |ଘଟଣା ଘଟିବା ମାତ୍ରେ ଏହି ନମ୍ବରରେ ଫୋନ କରି ଜଣେଇଲେ ସଙ୍ଗେ ସଙ୍ଗେ ନିଆଯିବ ଆକ୍ସନ | ଏନେଇ ପୋଲିସ କମିସନର ସୁଧାଂଶୁ ଷଡ଼ଙ୍ଗୀଙ୍କ ସୂଚନା,କହିଲେ ଠକେଇ ହେବାର ପ୍ରଥମ ଏକ ଘଣ୍ଟା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ, ଠକେଇ ହେବା ମାତ୍ରେ ହେଲ୍ପ ଡେସ୍କକୁ କଲ୍ କରନ୍ତୁ, ଆସିଥିବା URL ଦେବାମାତ୍ରେ ଆମେ କାର୍ଯ୍ୟାନୁଷ୍ଠାନ ନେବୁ |
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ