ଭୁବନେଶ୍ୱର : ପୂଜା ସମୟରେ ଦାଦାବଟିକୁ ନେଇ କଠୋର ହୋଇଛନ୍ତି ପୁଲିସ ମହାନିର୍ଦ୍ଦେଶକ। ଏହାକୁ ନେଇ ପୁଲିସ ମହାନିର୍ଦ୍ଦେଶକ ଅଭୟ ପ୍ରେସମିଟ କରି ଦାଦାବଟି ରୋକିବାକୁ ହେଲ୍ପଲାଇନ୍ ନମ୍ବର ଜାରି କରିଛନ୍ତି । ଏଥିପାଇଁ ହେଲ୍ପ ଲାଇନ୍ ନମ୍ବର ହେଲା ୯୯୩୮୯୧୦୦୦୦।
ଭୁବନେଶ୍ୱର ଓ କଟକରେ କାମ କରିବ ହେଲ୍ପଲାଇନ୍ ନମ୍ବର। ଡିଜିପି କହିଛନ୍ତି ଯେ, ମେସେଜ ମାଧ୍ୟମରେ ମଧ୍ୟ ଅଭିଯୋଗ କରିହେବ । ଅଭିଯୋଗକାରୀ ଇଚ୍ଛା କଲେ ନାମ ଗୁପ୍ତ ରଖାଯିବ । କିଛି ଦିନ ତଳେ କମିଶନେରେଟ ପୁଲିସ ଗ୍ୟାଙ୍ଗଷ୍ଟର ରାଜା ଆଚାର୍ୟ୍ୟଙ୍କୁ ଦାଦାବଟି ମାଗୁଥିବା ଅଭିଯୋଗରେ ଗିରଫ କରିଥିଲା ।
ଝଗଡ଼ା ହେବାରୁ ରାସ୍ତାରେ ପିଲାକୁ ଛାଡ଼ି ପଳାଇଲେ ମା ବାପା ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁ