You are currently viewing ମାଓବାଦୀଙ୍କ ନାଁରେ ଲାଗିଲା ପୋଷ୍ଟର

ମାଓବାଦୀଙ୍କ ନାଁରେ ଲାଗିଲା ପୋଷ୍ଟର

  • Post category:ଓଡିଶା
  • Reading time:1 mins read

କୋରାପୁଟ(୨୦.୦୧.୨୩) : ମାଓବାଦୀଙ୍କ ନାମରେ ଲାଗିଛି ପୋଷ୍ଟର । ଧରାଇଦେଳେ ମିଳିବ ପୁରସ୍କାର । କୋରାପୁଟ ସହରର ବିଭିନ୍ନ ସ୍ଥାନରେ ମାଓବାଦୀଙ୍କ ନାମରେ ଲାଗିଛି ପୋଷ୍ଟର ।  NIA ଦ୍ବାରା ମୋଷ୍ଟ ୱ୍ବାଣ୍ଟେଡ ଥିବା ପୋଷ୍ଟରରେ ଉଲ୍ଲଖ ରହିଛି । ୪ ଜଣ ମାଓବାଦୀଙ୍କ ଉପରେ ୩ ଲକ୍ଷରୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପୁରସ୍କାର ରାଶି ରହିଛି । ସୁଚନା ଦାତାଙ୍କୁ ପୁରସ୍କାର ଦିଆଯିବ ବୋଲି ପୋଷ୍ଟରରେ ଉଲ୍ଲେଖ ରହିଛି । ପୋଷ୍ଟର ଲାଗିବା ଦେଖି ଲୋକଙ୍କ ମଧ୍ୟରେ ପୁଣି ମାଓବାଦୀଙ୍କୁ ନେଇ ଭୟ ଓ ଚର୍ଚା ଆରମ୍ଭ ହୋଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।