ଭୁବନେଶ୍ୱର, ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଜେଲରେ ଓକିଲଙ୍କ ସହିତ ସାକ୍ଷାତ କରିପାରିବେ । ଏ ସମ୍ପର୍କରେ ମାମଲାର ଶୁଣାଣୀ କରି ହାଇକୋର୍ଟ ଏଭଳି ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଥାଉକି, ପ୍ରଦୀପ ପାଣିଗ୍ରାହୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଜଣାଇଥିଲେ ଯେ, ତାଙ୍କୁ ଓକିଲଙ୍କ ସହିତ ସାକ୍ଷାତ କରିବାକୁ ଦିଆଯାଉନାହିଁ । କରୋନା କଟକଣା କହି ଏସବୁ ନିୟମ କରାଯାଇଛି । ଏନେଇ ସେ ବାରମ୍ବାର ଜେଲ କର୍ତ୍ତୁପକ୍ଷଙ୍କୁ ଲିଖିତ ଭାବେ ଅନୁରୋଧ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନଥିଲା । କିନ୍ତୁ ଏବେ ହାଇକୋର୍ଟଙ୍କ ତାଙ୍କୁ ଅନୁମତି ପ୍ରଦାନ କରିଛନ୍ତି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ