ଭୁବନେଶ୍ୱର, ମାର୍ଚ୍ଚ ମାସ ୨୧ ଓ ୨୨ ତାରିଖରେ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି । ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିଜୁ ପଟ୍ଟନାୟକ ଆର୍ନ୍ତାଜାତୀୟ ବିମାନବନ୍ଦରଠାରେ ଅବତରଣ କରିବେ । ତାଙ୍କ ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇନଥିବା ବେଳେ ମିଳିଥିବା ସୂଚନା ମୁତାବକ ରାଉରକେଲାର ‘ନିଟ୍’ର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମର ସମ୍ଭାବନା ରହିଛି । ଏତଦବ୍ୟତୀତ କୋଣାର୍କର ସୂର୍ଯ୍ୟ ମନ୍ଦିର ମଧ୍ୟ ପରିଦର୍ଶନ କରିପାରନ୍ତି ମହାମହିମ ରାଷ୍ଟ୍ରପତି । ଯଦି ଏହି କାର୍ଯ୍ୟକ୍ରମରେ କୌଣସି ପରିବର୍ତ୍ତନ ନହୁଏ ତେବେ ରାଷ୍ଟ୍ରପତି ହେବା ପରେ ତାଙ୍କର ଏହା ହେବ ପ୍ରଥମ କୋଣାର୍କ ମନ୍ଦିର ପରିଦର୍ଶନ । ଓଡିଶାରେ ରହଣୀ ସମୟରେ ରାଷ୍ଟ୍ରପତିଙ୍କର ରାଜଭବନରେ ରାତ୍ରିଯାପନ କରିବେ ବୋଲି ଜଣାପଡିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଚଳଚଞ୍ଚଳ ହୋଇପହିଛି ରାଜ୍ୟ ପ୍ରଶାସନ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍