ବାଲିଗୁଡା, ବାଲିଗୁଡା ଜେଲର ଜଣେ ବିଚାରାଧୀନ ବନ୍ଦୀଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ହେଉଛନ୍ତି ସୁଶିଲ ନାୟକ ଘର ସାରଙ୍ଗଡ ଥାନା ପୁରୁଣା ସାହି । ସୁଶିଲଙ୍କୁ ଗତକାଲି ଗୁରୁତର ଅବସ୍ଥାରେ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଜେଲର କର୍ମଚାରୀ ତାଙ୍କୁ ଗୁରୁତର ଅବସ୍ଥ।ରେ ମେଡିକାଲରେ ଭର୍ତ୍ତି କରିଥିଲେ । ତାଙ୍କର ମେଡିକାଲରେ ମୃତ୍ୟୁ ଘଟିିଛି । ସୂଚନା ଅନୁସାରେ, ୨୮ତାରିଖରେ ପୋଲିସ ସୁଶିଲକୁ ଗିରଫ କରିଥିଲା । ପୋଲିସ ମାଡରେ ଗୁରୁତର ହୋଇ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍