ବାଲେଶ୍ୱର: ବୁଧବାର ବାଲେଶ୍ୱର ଚାନ୍ଦିପୁରସ୍ଥିତ କ୍ଷେପଣାସ୍ତ୍ର ଘାଟିରୁ ଦୂରଗାମୀ କ୍ଷେପଣାସ୍ତ୍ର ପୃଥିବୀ-୨ର ରାତ୍ରକାଳୀନ ବ୍ୟବହାରିକ ପରୀକ୍ଷା ସଫଳ ହୋଇଛି। ଚାନ୍ଦିପୁର ଆଇଟିଆର୍ର ୩ ନମ୍ବର ଲଞ୍ଚପ୍ୟାଡ୍ରୁ ରାତିରେ ଏହାର ପରୀକ୍ଷଣ କରାଯାଇଛି। ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ହୋିଚି ଏହି କ୍ଷେପଣାସ୍ତ୍ର ।ଏହାର ୩୫୦ କିଲୋମିଟର ପର୍ୟ୍ୟନ୍ତ ଲକ୍ଷ ଭେଦ କରିପାରିବାର କ୍ଷମତା ରହିଛି। ପ୍ରାୟ ୧୦୦୦ କିଲୋଗ୍ରାମ୍ ଓଜନର ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ବହନ କରିପାରିବାର ସାମର୍ଥ୍ୟ ରଖିଛି ଏହି କ୍ଷେପଣାସ୍ତ୍ର। ଏହାର ଲମ୍ବ ୯ ମିଟର ରହିଥିବା ବେଳେ ବ୍ୟାସାର୍ଦ୍ଧ ୮.୫୬ ମିଟର ରହିଛି ।
ଝଗଡ଼ା ହେବାରୁ ରାସ୍ତାରେ ପିଲାକୁ ଛାଡ଼ି ପଳାଇଲେ ମା ବାପା ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁ