ଭୁବନେଶ୍ୱର -୨୨.୦୫.୨୦୨୧, ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ଭୀଷଣ ବଜ୍ରପାତ ହେଉଥିବାର ଦେଖିବାକୁ ମିଳିଛି। ତେବେ ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟର ୧୮ଟି ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିବା ସହ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ଯଥା କଟକ, ଜଗତସିଂହପୁର,ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼,କୋରାପୁଟ, ଖୋର୍ଦ୍ଧା, ମାଲକାନଗିରି, ପୁରୀ, ଗଜପତି, ମୟୂରଭଞ୍ଜ, ରାୟଗଡ଼ା,ବାଲେଶ୍ୱର, ଭଦ୍ରକ, କନ୍ଧମାଳ, କେନ୍ଦୁଝର, ଗଞ୍ଜାମ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବ । ଏହି ଜିଲ୍ଲାବାସୀଙ୍କୁ ସତର୍କ ରହିବା ସହ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍