ଭୁବନେଶ୍ୱର-୧୯.୦୪.୨୦୨୧, ଅପରାହ୍ନରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ଏନେଇ ୧୪ ଜିଲ୍ଲାରେ ୟେଲ୍ଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଜିଲ୍ଲାଗୁଡିକ ଯଥା- ୧୪ ଜିଲ୍ଲା- କୋରାପୁଟ, ଗଜପତି, ରାୟଗଡ଼ା, ନୟାଗଡ଼, ଯାଜପୁର, ଗଞ୍ଜାମ, ଅନୁଗୁଳ, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, କଟକ, କେନ୍ଦୁଝର, ନବରଙ୍ଗପୁର ଓ ନୂଆପଡ଼ାରେ ବଜ୍ରପାତସହ ବର୍ଷା ଆଶଙ୍କା ରହିଛି । ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବା ପାଇଁ ପରାମର୍ଶ ଦିଆଯାଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍