ଭୁବନେଶ୍ୱର, ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି । ଏନେଇ ୧୨ ଟା ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲାଗୁଡିକ ଯଥା -ଗଜପତି, କୋରାପୁଟ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କେନ୍ଦୁଝର, ମୟୂରଭଞ୍ଜ, କଟକ, ଢେଙ୍କାନାଳ, ବାଲେଶ୍ୱର ଓ ଭଦ୍ରକରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବାର ସୂଚନା ରହିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍