ଭୁବନେଶ୍ୱର-୨୮.୦୪.୨୦୨୧, ରାଜ୍ୟର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଅସହ୍ୟ ହେଉଛି ତାତି । ଏବେ ତାତିରୁ ମିଳିବ ଆଶ୍ୱସ୍ତି । ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମଧରଣର ବର୍ଷା ସହ ଘଡଘଡି ସମ୍ଭାବନା ରହିଛି । ଏନେଇ ରାଜ୍ୟର ୧୦ ଜିଲ୍ଲାରେ ଝଡବର୍ଷା ଓ ବଜ୍ରପାତ ଆଶଙ୍କା ନେଇ ୟେଲ୍ଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲ୍ଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲାଗୁଡିକ ହେଲା – ବାଲେଶ୍ବର, କୋରାପୁଟ, ମୟୂରଭଞ୍ଜ, କେନ୍ଦୁଝର, ଗଜପତି, ଭଦ୍ରକ, ଯାଜପୁର, ନବରଙ୍ଗପୁର, କନ୍ଧମାଳ ଓ ରାୟଗଡ଼ା ।
ଏଠାରେ ସୂଚନାଯୋଗ୍ୟ ଯେ, ରାଜ୍ୟର ୧୫ ଟି ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୩.୧ ରେକର୍ଡ ହୋଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍