ଭୁବନେଶ୍ୱର(ଏଏନଏସ)୧୭/୧୦, ଆସନ୍ତା ୨୦ତାରିଖରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ ।
ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି। ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୨୦ ତାରିଖରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି । ଏହା ଧୀରେ ଧୀରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତିକରି କେନ୍ଦ୍ରୀୟ ଓ ତତ୍ସଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ମୁହାଁଇବ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ