ଭୁବନେଶ୍ବର, ଓଡ଼ିଆ ଚଳଚ୍ଚିତ୍ର ଜଗତର ଖ୍ୟାତନାମା ନିର୍ଦ୍ଦେଶକ, ସଙ୍ଗୀତକାର ଓ ସିନେମାଟୋଗ୍ରାଫର୍ ରାଜୁ ମିଶ୍ରଙ୍କ ଜଟଣୀସ୍ଥିତ ବାସଭବନରେ ପରଲୋକ ହୋଇଛି। ହୃଦଘାତରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ମମତା ମାଗେ ମୂଲ, ପୁଅ ମୋର କଳା ଠାକୁର, ସତ ମିଛ, ଉଲକା, ସାଗର ଗଙ୍ଗା, ପଥର ଖସୁଛି ବଡ ଦେଉଳୁ ଇତ୍ୟାଦିର ନିର୍ଦ୍ଦେଶନା ଦେଇଛନ୍ତି । ଜୟଦେବ ସମ୍ମାନ ସହ ଅନେକ ପୁରସ୍କାର ମଧ୍ୟ ଲାଭ କରିଥିଲେ ରାଜୁ ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ