You are currently viewing ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

  • Post category:ଓଡିଶା
  • Reading time:1 mins read

ପୁରୀ(ଏଏନଏସ)୩୦/୦୯, ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟା ୩୦ରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ୮ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର। କ୍ୟାବିନେଟ୍‌ ବୈଠକରେ ଆଜି କିଛି ବଡ଼ ନିଷ୍ପତ୍ତି ହୋଇପାରେ।

ଅନ୍ୟମାନଙ୍କୁ ଜଣାନ୍ତୁ।