ପୁରୀ, ଚଳିତ ବର୍ଷ କରୋନା କଟକଣା ଭିତରେ ସରିଯାଇଛି ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ । ଦୀର୍ଘ ୨୬ବର୍ଷ ପରେ ଶ୍ରୀଜିଉଙ୍କ ଏହି ବେଶ ଦେଖିବାକୁ ମିଳିଛି । ଏନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂ । ରତ୍ନସିଂହାସନରେ ମହାପ୍ରଭୁ ପର୍ଶୁରାମ ବେଶ ଧାରଣ କରି ବିରାଜ ମାନ ହୋଇଛନ୍ତି । ପରମ୍ପରା ଅନୁସାରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ନାଗା ବେଶରେ ସଜ୍ଜିତ ହୋଇଛନ୍ତି ।
ରାଜ୍ୟବାସୀଙ୍କ ପାଇଁ ଉତ୍କଳ ଦିବସ ଭେଟିନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚ