ଭୁବନେଶ୍ୱର (ଏ ଏନ୍ ଏସ)୨୫/୦୫, ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରିରହିଛି କାଳବୈଶାଖୀ ବର୍ଷା । ଏହାକୁ ନଜରରେ ରଖି ଏସଆରସି ବଡ ନିର୍ଦ୍ଦେଶ ଦେଇଛନ୍ତି । ଯେଉଁ ସ୍ଥାନରେ ବିଜୁଳି ସଂଯୋଗ କଟିଯାଇଛି ତୁରନ୍ତ ଠିକ କରିବାକୁ ଡିସକମକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ସତ୍ୟବ୍ରତ ସାହୁ । ଗଛ ପଡି ଯେଉଁଠାରେ ରାସ୍ତା ଅବରୋଧ ହୋଇଛି ସେଠାକୁ ତୁରନ୍ତ ସଫା କରିବାକୁ ସେ ଅଗ୍ନିଶମ ବାହିନୀକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ଯେଉଁଠାରେ କ୍ଷୟକ୍ଷତି ହୋଇଛି ତୁରନ୍ତ ରିପୋର୍ଟ ପ୍ରଦାନ କରିବାକୁ ମଧ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ