କରୋନାର ମାତ୍ରା ରାଜ୍ୟରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ସ୍ଥିତିକୁ ଆୟତ୍ତରେ ରଖିବା ପାଇଁ ସବୁ ଜିଲ୍ଲାର ଜିଲ୍ଲାପାଳମାନେ ନିଜ ଅଞ୍ଚଳକୁ ଲକ୍ଡାଉନ କିମ୍ବା ସଟ୍ଡାଉନ ଘୋଷଣା କରୁଛନ୍ତି । ଆଜି ରାୟଗଡ଼ା ଜିଲ୍ଲାପାଳ ମଧ୍ୟ ୭ଦିନିଆ ସଟ୍ଡାଉନ ଘୋଷଣା କରିଛନ୍ତି । ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ଘଟିଥିବାରୁ ଏଭଳି ନିଷ୍ପତ୍ତି ନେଇଛନ୍ତି ଜିଲ୍ଲାପାଳ । ରାୟଗଡ଼ାରୁ ଆଜି ୯୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଜିଲ୍ଲାକୁ ସଟ୍ଡାଉନ କରାଯାଇଛି । ଏହି ସମୟରେ ଜିଲ୍ଲାରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ମିଳିବ । ଜିଲ୍ଲାରେ କରୋନା ଚେନ୍କୁ ଭାଙ୍ଗିବା ପାଇଁ ଜିଲ୍ଲାପ୍ରଶାସନ ଚେଷ୍ଟା ଜାରି ରଖିଛି ।
ରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭକ୍ୟାମେରା ଲେନସରେ କଏଦ ହେଲା ବାଘ