ରାୟଗଡ଼ା ଜିଲ୍ଲା ୭୨ଘଣ୍ଟା ପାଇଁ ସଟଡାଉନ ରହିବ । ସଟଡ଼ାଉନ ରଖିବା ନେଇ ଘୋଷଣା କରିଛନ୍ତି ଜିଲ୍ଳାପାଳ । ଆସନ୍ତାକାଲିଠାରୁ ମଙ୍ଗଳବାର ଯାଏଁ ସଟଡାଉନ ରହିବ । ଆଜି ଜିଲ୍ଲାରୁ ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏହିପରି ପଦକ୍ଷେପ ଗ୍ରହଣ କରାଯାଇଛି । ଏହାସହ ଜିଲ୍ଳା ମୁଖ୍ୟ ଚିକିତ୍ସାଳୟକୁ ୪୮ଘଣ୍ଟା ମଧ୍ୟ ବନ୍ଦ ରଖାଯିବ । କେବଳ ଜରୁରୀ ସେବା ଓ କାଜୁଆଲଟି ଖୋଲା ରହିବ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ