Red-Alert

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ନେଇ ସତର୍କ ସୂଚନା: କଟକରେ ରେଡ୍ ଆଲର୍ଟ, ଭୁବନେଶ୍ବରରେ ଅରେଞ୍ଜ ଆଲର୍ଟ ଜାରି 

  • Post category:ଓଡିଶା
  • Reading time:1 mins read

ଏଏନଏସ: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। କଟକରେ ରେଡ୍ ଆଲର୍ଟ ଜାରି କରାଯାଇଥିବା ବେଳେ ରାଜଧାନୀ ଭୁବନେଶ୍ବରରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ମେ ୧ ତାରିଖ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନି। ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି ଜାରି ରହିବ। ମେ ୨ ରୁ ୪ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ସାମୁଦ୍ରିକ ଝଡ଼ର ପ୍ରଭାବ ରହିବ। ଯାହା ପ୍ରଭାବରେ ଉପକୂଳରେ ତାପମାତ୍ରା ୨ରୁ ୩ ଡିଗ୍ରି ଖସିବା ସହ ଆର୍ଦ୍ରତା ପ୍ରଭାବରେ ଗୁଳୁଗୁଳି ଲାଗି ରହିବ। 

ଅନ୍ୟମାନଙ୍କୁ ଜଣାନ୍ତୁ।