You are currently viewing ଡ୍ୟୁଟି ସମୟରେ ସ୍ମାର୍ଟ ଫୋନ ମନା

ଡ୍ୟୁଟି ସମୟରେ ସ୍ମାର୍ଟ ଫୋନ ମନା

  • Post category:ଓଡିଶା
  • Reading time:1 mins read

ପୁରୀ (୨୫.୧୧.୨୨) : ଶ୍ରୀମନ୍ଦିର ଭିତରକୁ ସ୍ମାଟ ଫୋନ ନେଇପାରିବେ ନାହିଁ ପୋଲିସ କର୍ମଚାରୀ । ଶ୍ରୀମନ୍ଦିରରେ ପ୍ରବେଶ ଏବଂ ଡିୟୁଟି ସମୟରେ ପୋଲିସ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ବାରଣ କରାଯାଇଛି ।ବିଶେଷ କାର୍ଯ୍ୟରେ ନିୟୋଜିତ ଏବଂ ଆପାତ କାଳିନ ସେବାରେ ନିଯୁକ୍ତି ଥିବା କିଛି ଅଧିକାରୀଙ୍କୁ ଛାଡି ଦେଲେ ଅନ୍ୟ ସମସ୍ତ ପୋଲିସ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ମନା କରାଯାଇଛି । ପୁରୀ ଏସ୍ପିଙ୍କ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି । ବାରମ୍ୱାର ଶ୍ରୀଜୀଉଙ୍କ ଫଟୋ ଭାଇରାଲ ପରେ ଏପରି ନିଷ୍ପତ୍ତି ନେଇଛି ପ୍ରଶାସନ ।

ଅନ୍ୟମାନଙ୍କୁ ଜଣାନ୍ତୁ।