ଭୁବନେଶ୍ୱର-୨୮.୦୪.୨୦୨୧, ଆସନ୍ତା ଏପ୍ରିଲ ୧ ରୁ ଆରମ୍ଭ ହେବ ତୃତୀୟ ପର୍ଯ୍ୟାୟ ଟିକାକରଣ । ରାଜ୍ୟରେ ତୃ୍ତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ଆଜିଠାରୁ ପଞ୍ଜୀକରଣ ଆରମ୍ଭ ହେବ । ଏହି ପର୍ଯ୍ୟାୟରେ ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କ ଟିକାକରଣ କରାଯିବ । ଆଜି ଅପରାହ୍ନ ୪ଟାରୁ ଟିକାକରଣ ପାଇଁ ପଞ୍ଜୀକରଣ ଆରମ୍ଭ ହେବ । ଏଥିପାଇଁ କୋଓ୍ୱିନ୍ ପୋର୍ଟାଲ୍ କିମ୍ବା ଆରୋଗ୍ୟ ସେତୁ ଆପ୍ ମାଧ୍ୟମରେ ପଞ୍ଜୀକରଣ କରାଯାଇପାରିବ । କିନ୍ତୁ ଏବେ ସ୍ଲଟ ମିଳିବ ନାହିଁ । ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଟିକା ଉପଲବ୍ଧ ପରେ ପଞ୍ଜୀକୃତ ବ୍ୟକ୍ତିଙ୍କୁ ସ୍ଳଟ୍ ଆବଣ୍ଟନ କରାଯିବ ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ