ଭୁବନେଶ୍ୱର, ଏଣିକି ଉଚ୍ଚ ଶିକ୍ଷାରେ ମଧ୍ୟ ସଂରକ୍ଷଣ ରହିବ । ହାଇପାୱାର କମିଟିର ସୁପାରିଶ ଅନୁସାରେ ସରକାରୀ ସ୍କୁଲ ପିଲାଙ୍କ ପାଇଁ ସଂରକ୍ଷଣ ନେଇ ସକଳ୍ପ ଆଣିଲେ ମୁଖ୍ୟମନ୍ତ୍ରୀ । ମେଡିକାଲ ଓ ଇଞ୍ଜିନିୟରିଂ ପାଠପଢ଼ାରେ ମିଳିବ ସଂରକ୍ଷଣ । ବିଧାନସଭାରେ ଏସମ୍ପର୍କରେ ସକଳ୍ପ ଆଣିଛନ୍ତି ଖୋଦ୍ ମୁଖ୍ୟମନ୍ତ୍ରୀ । ୧୫ ପ୍ରତିଶତ ସଂରକ୍ଷଣ ମିଳିବ ବୋଲି ସଂକଳ୍ପରେ ଉଲ୍ଲେଖ ରହିଛି । ଗତ କିଛି ଦିନ ତଳେ ସରକାରୀ ସ୍କୁଲରେ ପଢ଼ିଲେ ଉତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ଉଚ୍ଚ ଶିକ୍ଷାରେ ପାଠପଢ଼ିବା ପାଇଁ ସଂରକ୍ଷଣ ମିଳିବ ବୋଲି ଘୋଷଣା କରିଥିଲେ ରାଜ୍ୟ ସରକାର ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍