ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ ହୋଇଥିବା ଜଣାଯାଇଛି। ମୁମ୍ବାଇରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିବା ସୂଚନା ମିଳିଛି। ଆଜି ସକାଳ ସାଢେ ୭ଟା ସମୟରେ ସେ ଇହଲୀଳା ସମ୍ବରଣ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ସେ କର୍କଟ ରୋଗରେ ପୀଡ଼ିତ ହୋଇ ମୁମ୍ବାଇରେ ଚିକିତ୍ସିତ ହେଉଥିଲେ। ୧୯୭୬ ମସିହା ବ୍ୟାଚର ଆଇଏଏସ୍ ପ୍ରିୟବ୍ରତ ପଟ୍ଟନାୟକ ଢେଙ୍କାନାଳ ଜିଲ୍ଲାପାଳ ଭାବେ କାର୍ଯ୍ୟ କରି ପ୍ରଥମେ ଚର୍ଚ୍ଚାକୁ ଆସିଥିଲେ। ଏହାପରେ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ପଦପଦବୀରେ ରହି ଦାୟିତ୍ବ ନିର୍ବାହ କରିଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ