ଭୁବନେଶ୍ୱର- ରାଜ୍ୟରେ ଆଗାମୀ ୨୪ ଘଣ୍ଟାରେ ବଜ୍ରପାତ ଆଶଙ୍କା ରହିଛି । ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ଓ ବଜ୍ରପାତ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ବିଜ୍ଞାନ ପାଣିପାଗ କେନ୍ଦ୍ର । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଲା – ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର ଓ ଭଦ୍ରକ ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST