କଟକ, କଟକଜିଲ୍ଲା ନିଶ୍ଚିନ୍ତକୋଇଲି ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା | ସୂଚନା ଅନୁସାରେ ଏକ ହୋଣ୍ଡାଇ ଗାଡି ପଛପଟୁ ବାଇକକୁ ଧକା ଦେବା ଫଳରେ |ଗାଡିଟି ରାସ୍ତା କଡ ନାଳ ଭିତରକୁ ଖସି ପଡିଛି |କଟକରୁ କେନ୍ଦ୍ରାପଡା ଯାଉଥିଲା କାରଟି | ସ୍ଥାନୀୟ ଲୋକମାନେ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରି କଟକ ବଡ ମେଡିକାଲକୁ ପଠାଇଥିଲେ |
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ