You are currently viewing ନାଲକୋ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

ନାଲକୋ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର, ରାଜଧାନୀ ସ୍ଥିତ ନାଲକୋ ଛକରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି କାର ମୁହାଁ ମୁହିଁ ଧକ୍କା ହୋଇଛନ୍ତି । ଫଳରେ ଘଟଣାସ୍ଥଳରେ ହିଁ ଦୁଇ କାରରେ ଥିବା ୪ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ମୃତକମାନେ ପୋଖରୀପୁଟ ଓ ନୀଳାଦ୍ରୀବିହାର ଅଞ୍ଚଳର ବୋଲି ପ୍ରାଥମିକ ସୂତ୍ରରୁ ଜଣାପଡ଼ିଛି । ଖବରପାଇ ଚନ୍ଦ୍ରଶେଖରପୁର ପୋଲିସ ଉକ୍ତ ସ୍ଥାନରେ ପହଞ୍ଚି ଶବ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଦେଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।