ଫୁଲବାଣୀ, କନ୍ଧମାଳ ଜିଲ୍ଲାରେ ପୁଣିଥରେ ମାଓବାଦୀମାନେ ସକ୍ରିୟ ହୋଇଉଠିଛନ୍ତି । ଜିଲ୍ଲାର ବିଭିନ୍ନ ସ୍ଥାନରେ ମାଓ ପୋଷ୍ଟର ମାରି ଓଡ଼ିଶା ବନ୍ଦକୁ ସଫଳ କରିବା ପାଇଁ ମାଓବାଦୀମାନେ ଆହ୍ୱାନ ଦେଇଛନ୍ତି । ତା’ଛଡ଼ା ରାସ୍ତାରେ ଗଛ ପକାଇ ରାସ୍ତାକୁ ବନ୍ଦ କରି ଦେଇଥିଲେ । ଏହାଦ୍ୱାରା କିଛି ସମୟ ପାଇଁ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । ମାଓବାଦୀଙ୍କ ଏସବୁ କାର୍ଯ୍ୟକଳାପକୁ ଦେଖି ସାଧାରଣ ଜନତାଙ୍କ ମନରେ ଭୟର ଆତଙ୍କ ଖେଳିଯାଇଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ