ରାଉରକେଲା, ଗତକାଲି ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍ କାରଣରୁ ୪ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା ଏବଂ ୬ ଜଣ ଅସୁସ୍ଥ ମଧ୍ୟ ହୋଇଥିଲେ । ଏହି ଘଟଣାରେ ପ୍ଲାଣ୍ଟର ସିଇଓ ଦୁଇଜଣ ଡିଜିଏମଙ୍କୁ ନିଲମ୍ବିତ କରିଥିଲେ । କିନ୍ତୁ ଆଜି ସେହି ଘଟଣାରେ ସେପ୍ଟି ବିଭାଗର ଆସିଷ୍ଟାଣ୍ଟ ମ୍ୟାନେଜରଙ୍କୁ ନିଲମ୍ବନ କରାଯାଇଛି । କାର୍ଯ୍ୟରେ ଅବହେଳା ଦୃଷ୍ଟିରୁ ଏମାନଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ