ବାପାଙ୍କ ଗଡରେ ପୁଅ

ପୁରୀ(ଅନନ୍ତ ସିଂ),ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିବଙ୍ଗତ ନେତା ପ୍ରଦୀପ ମହାରଥୀଙ୍କ ପୁତ୍ର ରୁଦ୍ରପ୍ରତାପ ମହାରଥୀଙ୍କୁ ମିଳିଛି ଦଳୀୟ ଟିକେଟ ।

ଏଠାରେ ସୂଚନାଯୋଗ୍ୟ ଯେ, ଆଜି ପୂର୍ବାହ୍ନରେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ତାଙ୍କର ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ।

ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ
Leave A Reply

Your email address will not be published.