ଭୁବନେଶ୍ୱର-୨୦.୦୪.୨୦୨୧, ଆଜି ହେଉଛି ଅଶୋକାଷ୍ଟମୀ । ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ରୁକୁଣା ରଥ ଯାତ୍ରା । ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଏହାକୁ ଦୃଷ୍ଟିରେ ରଖି ରୁକୁଣା ରଥ ଯାତ୍ରାରେ ଭକ୍ତମାନେ ସାମିଲ ହେବାକୁ ବାରଣ କରାଯାଇଛି । ଏହି କାରଣରୁ ସେହି ସ୍ଥାନରେ ୧୪୪ ଧାରା ଜାରି କରାଯାଇଛି । ରଥ ଟଣା କାର୍ଯ୍ୟରେ କେବଳ ପୋଲିସ୍ ଫୋର୍ସ ଓ ସେବାୟତ ମୁତୟନ ହେବେ ବୋଲି ନିଷ୍ପତ୍ତିି ନିଆଯାଇଛି । ଆଜି ଦିନ ୧୨ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ରଥଖଳାରୁ ମାଉସୀ ମା’ ମନ୍ଦିର ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି। ସେହିପରି ଏପ୍ରିଲ ୨୦ ଓ ୨୪ ତାରିଖରେ ୧୪୪ ଧାରା ବଳବତ୍ତର ରହିବ ବୋଲି ପୋଲିସ କମିଶନର କହିଛନ୍ତି। ରୁକୁଣା ରଥ ପାଇଁ ୧୫ ପ୍ଲାଟୁନ୍ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ