ଭୁବନେଶ୍ୱର(ଏଏନଏସ)୦୪/୧୦, ଭିଜୁଛି ଉପକୂଳ ଓଡ଼ିଶା । ଲଘୁଚାପ କ୍ଷେତ୍ର ପ୍ରଭାବରେ ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଲଗାଣ ବର୍ଷା ଚାଲିଛି । ବଙ୍ଗୋରସାଗରରେ ସକ୍ରିୟ ରହିଛି ଲଘୁଚାପ । ଭୁବନଶ୍ୱର ଓ କଟକ ସହରରେ ଗତକାଲି ରାତିରୁ ଲାଗି ରହିଛି ତୀବ୍ର ବର୍ଷା । ଟୁଇନ୍ ସିଟିରେ ଘଣ୍ଟାପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହେଉଛି । ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥ୍ନାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସତର୍କ କରାଇଛି ପାଣିପାଗ ବିଭାଗ । ୧୨-୨୦ ସେଣ୍ଟିମିଟର ଯାଏ ବର୍ଷା ସମ୍ଭାବନା ରହିଛି । ଆଉ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲିଠୁ ବର୍ଷା ପରିମାଣ ସାମାନ୍ୟ ହ୍ରାସ ପାଇବ । କାଲି ପାଇଁ ୧୦ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି ।
ANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶବଢ଼ୁଛି କରୋନା ସଂକ୍ରମଣ