You are currently viewing ଗଣଶିକ୍ଷା ମନ୍ତ୍ରୀଙ୍କୁ କରୋନା

ଗଣଶିକ୍ଷା ମନ୍ତ୍ରୀଙ୍କୁ କରୋନା

ଭୁୁବନେଶ୍ୱର, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜର ଦାଶ କରୋନାରେ ସଂକ୍ରମିତ ହୋଇଛନ୍ତି । ସମୀର ଦାଶଙ୍କ ସ୍ତ୍ରୀ ସଙ୍ଗିତା ଦାଶ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ଖୋଦ୍ ଗଣଶିକ୍ଷା ମନ୍ତ୍ରୀ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହା ସହ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରିବା ପାଇଁ ସେ ଅନୁରୋଧ କରିଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।