କଟକ, କଟକ ଦଳଯୋଡ଼ି ଜଙ୍ଗଲରୁ ବିପୁଳ ପରିମାଣରେ ଚନ୍ଦନ କାଠ ଜବତ ହୋଇଛି । କ୍ରାଇମବ୍ରାଞ୍ଚ ଏସଟିଏଫ ଚଢ଼ାଉ କରି ୪ କୁଇଣ୍ଟାଲରୁ ଅଧିକ ଚନ୍ଦନ କାଠ ଜବତ କରିଛି । ଏହି ଘଟଣା ସମ୍ପୃକ୍ତ ଥିବା ୩ ଅଭିଯୁକ୍ତକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ସୂଚନା ମୁତାବକ, ଦଳଯୋଡି ଜଙ୍ଗଲରେ ଚୋରା ଚନ୍ଦନ କାଠ ବେପାର ଚାଲିଥିବା ଖବର ପାଇ କ୍ରାଇମବ୍ରାଞ୍ଚ ଏସଟିଏଫ ଚଢ଼ାଉ କରି ୩ ଜଣଙ୍କୁ ଗିରଫ କରିଥିଲା । ଏମାନଙ୍କ ନାଁରେ ଟାଙ୍ଗି ପୁଲିସ ମାମଲା ରୁଜୁ କରିଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ