ଭୁବନେଶ୍ୱର, ଋାଜ୍ୟରେ କରୋନା ପରିସ୍ଥିତିରେ ଦିନକୁ ଦିନ ସୁଧାର ହେବାରେ ଲାଗିଛି । ପୂର୍ବାପେକ୍ଷା ସଂକ୍ରମଣ ହାର କମିବାରେ ଲାଗିଛି । ଚଳିତମାସରେ ନୟାଗଡ଼, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରେ ସେରୋ ସର୍ଭେ କରାଯିବ ଏବଂ ଜାନୁଆରୀ ମାସରେ କଟକ ଓ ଭୁବନେଶ୍ୱରରେ ସେରୋ ସର୍ଭେ କରାଯିବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କୋଭିଡ୍ ପରିସ୍ଥିତିର ସମୀକ୍ଷାବେଳେ ସୂଚନା ପ୍ରଦାନ କରିଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, କରୋନା ଟୀକା ନ ବାହାରିଲା ପର୍ଯ୍ୟନ୍ତ ପୂର୍ବ ପରି ସାବଧାନତା ଅବଲମ୍ବନ କରିବା ପାଇଁ । ସାବଧାନତା ଅବଲମ୍ବନରେ ଅବହେଲା କରିବା ଦ୍ୱାରା ସଂକ୍ରମଣ ବଢ଼ିବାର ସମ୍ଭାବନା ରହିଛିି । କୋଭିଡ୍ ଯୋଗୁ ଉପୁଜିଥିବା ଅର୍ଥନୀତିକ ଆହ୍ୱାନର ମୁକାବିଲା ପାଇଁ ପ୍ରଶାସନକୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଚାଷୀ, ମିଶନଶକ୍ତି ଓ ,ଏମଏସଏମଇମାନଙ୍କୁ ଋଣ ପ୍ରଦାନ କାର୍ୟ୍ୟକ୍ରମ ସମ୍ପର୍କରେ ଆସନ୍ତା ୨୨ତାରିଖରେ ଜିଲ୍ଲାପାଳ ଓ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ସହ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ ବୋଲି କହିଛନ୍ତି।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ