ଭୁବନେଶ୍ୱର: ପ୍ରଦୀପ ପାଣିଗ୍ରାହୀଙ୍କ ପାଖଲୋକ ସର୍ବେଶ୍ୱର ରାଓକୁ ଗିରଫ କଲା କ୍ରାଇମବ୍ରାଞ୍ଚ | ଜେରା ପରେ ଠକେଇ କରିବା ଅଭିଯୋଗରେ ସର୍ବେଶ୍ୱରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ SIT | ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ହେଉଛନ୍ତି ସର୍ବେଶ୍ୱର ରାଓ। ଚାକିରି କରାଇଦେବା ପାଇଁ ଟଙ୍କା ଆଦାୟ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସେପଟେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ୨ ଦିନିଆ ରିମାଣ୍ଡ ଅବଧି ଶେଷ ହୋଇଛି। ରିମାଣ୍ଡ ସରିବା ପରେ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଜି କୋର୍ଟରେ ହାଜର କରାଯାଇଥିଲା | ଚାକିରୀ ଦେବା ନାଁରେ ଠକେଇ ଅଭିଯୋଗ ମାମଲାରେ ଆଇଏଫଏସ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକଙ୍କୁ ଗିରଫ କରାଯାଇଥିଲା। ଆକାଶଙ୍କ ବିରୋଧରେ ଟାଟାରେ ଚାକିରି କରାଇ ଦେବାକୁ କହି ସର୍ବେଶ୍ୱର ବ୍ରହ୍ମପୁର ଓ ଗୋପାଳପୁର ଅଞ୍ଚଳର କିଛି ବ୍ୟକ୍ତିଙ୍କଠୁ ଠକେଇ କରିଥିବା ଅଭିଯୋଗ ରହିଛି।
ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁଆଜି ଗିରଫ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପଜାଣନ୍ତୁ ବିଲେଇ ଘରେ ମରିବା ଶୁଭ ନା ଅଶୁଭ