ଭୁବନେଶ୍ବର-19.04.2021, ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ବ୍ୟାପକ କରୋନା ସଂକ୍ରମଣକୁ ରୋକିବା ପାଇଁ ଏକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରାଯାଇଛି। ଏଣିକି ରାଜ୍ୟର ସବୁ ସହରାଞ୍ଚଳରେ ସପ୍ତାହାନ୍ତ ସଟଡାଉନ ଘୋଷଣା ହୋଇଛି । ପ୍ରତି ଶନି ଓ ରବିବାର ସଟ୍ଡାଉନ ରହିବ । ଏପ୍ରିଲ 24ରୁ ଏହି ନିୟମ ଲାଗୁ କରାଯିବ । ତେବେ ସଟଡାଉନ ସହ ରାତ୍ରୀକାଳୀନ କର୍ଫ୍ୟୁ ଜାରି ରହିବ । ଏନେଇ ରିଲିଫ କମିଶନର ପ୍ରଦୀପ ଜେନା ଘୋଷଣା କରିଛନ୍ତି । ସୂଚନା ଅନୁସାରେ ସଟ୍ଡାଉନ ବେଳେ ଅତ୍ୟାବଶ୍ୟକ ଜରୁରୀ ସେବା ଜାରି ରହିବ। ଏହା ବ୍ୟତୀତ ମେ ୧ରୁ ଦେଶର ସବୁ ନାଗରିକଙ୍କୁ ମିଳିବ ଟିକା । ୧୮ ବର୍ଷରୁ ଅଧିକ ବୟସ୍କ ନେଇପାରିବେ ଟିକା ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍