ଭୁବନେଶ୍ୱର, ଅନୁସୂଚିତ ଜାତି ଓ ଜନଜାତି ଛାତ୍ରବୃତ୍ତି କମାଯିବା ପ୍ରସଙ୍ଗରେ କୌଣସି ପରିବର୍ତ୍ତନ ହେବ ନାହିଁ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଚଳିତ ହାରରେ ସେମାନେ ବୃତ୍ତି ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଗତ ୩ ତାରିଖରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ବୃତ୍ତି କମାଇବା ନେଇ ଜାରି ହୋଇଥିବା ବିଜ୍ଞପ୍ତିକୁ ସ୍ଥଗିତ ରଖିବା ସହ ଏ ସମ୍ପର୍କିତ ଫାଇଲ୍କୁ ବିଶଦ ଅନୁଧ୍ୟାନ ପାଇଁ ତୁରନ୍ତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇବା ପାଇଁ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା