କଟକ, ଏସିବିରେ କରୋନା ଟିକାର ଶୁଭାରମ୍ଭ ହୋଇଯାଇଛି । ଆଜି ପ୍ରଥମ ଟିକା ଜଣେ ସଫେଇ କର୍ମଚାରୀଙ୍କୁ ଦିଆଯାଇଛି । ୧୧ଶହ ସ୍ୱାସ୍ଥ୍ୟକର୍ମୀ କରୋନା ଟିକା ନେବାର ବ୍ୟବସ୍ଥା ରହିଛି । ସେପଟେ ପ୍ରଧାନମନ୍ତ୍ରୀ ମୋଦି ବିଶ୍ୱର ସବୁଠାରୁ ବଡ଼ ଟିକାକରଣ ଡ୍ରାଇଭର ଶୁଭାରମ୍ଭ କରିଛନ୍ତି । ଦେଶବ୍ୟାପୀ କରୋନା ଯୋଦ୍ଧାଙ୍କୁ ପ୍ରଥମ ପର୍ଯ୍ୟାୟରେ ଟିକା ଦିଆଯାଉଛି ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ