ଡିସେମ୍ବର ୩୧ ଯାଏଁ ସ୍କୁଲ ବନ୍ଦ

ଭୁବନେଶ୍ୱର, ଡିସେମ୍ବର ୩୧ ପର୍ଯ୍ୟନ୍ତ ରାଜ୍ୟରେ ସବୁ ସ୍କୁଲ ବନ୍ଦ ରହିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କିଛି ରାଜ୍ୟରେ କୋଭିଡର ଦ୍ୱିତୀୟ ପର୍ଯ୍ୟାୟକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। କିନ୍ତୁ ରାଜ୍ୟରେ ଅନଲାଇନ କ୍ଲାସ ଜାରି ରହିବ।

Leave A Reply

Your email address will not be published.