ଭୁବନେଶ୍ୱର, ଚଳିତ ନଭେମ୍ବର ମାସରେ ସ୍କୁଲ ଖୋଲିବ। ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ଛାତ୍ରଛାତ୍ରୀଙ୍କ ଲାଗି ସ୍କୁଲ ଖୋଲାଯିବ ବୋଲି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି। ଶ୍ରୀ ଦାଶ କହିଛନ୍ତି, ନବମରୁ ଦଶମ ଶ୍ରେଣୀ ଯାଏଁ ସଂପୂର୍ଣ୍ଣ କ୍ଲାସ ହେବ। ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି, ପିଲାମାନଙ୍କୁ ବିଦ୍ୟାଳୟ ଛାଡ଼ିବାକୁ ଅଭିଭାବକମାନେ ଯଦି ରାଜି ନହୁଅନ୍ତି, ତା’ହେଲେ ଅନ୍ଲାଇନ୍ କ୍ଲାସର ବ୍ୟବସ୍ଥା ଜାରି ରହିବ। ଏ ନେଇ ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସହିତ ଆଲୋଚନା କରାଯିବ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା